ଚଳିତବର୍ଷ ନିଟ୍‌ ପିଜି-୨୦୨୨ ପରୀକ୍ଷା ସ୍ଥଗିତ, ନିଷ୍ପତ୍ତି ନେଲା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଚଳିତବର୍ଷ ନିଟ୍‌ ପିଜି-୨୦୨୨ ପରୀକ୍ଷା ସ୍ଥଗିତ। ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ନେଲା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ୬ରୁ ୮ ସପ୍ତାହ ପର୍ଯ୍ୟନ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ପୂର୍ବରୁ ମାର୍ଚ୍ଚ ୧୨ ତାରିଖରେ ନିଟ୍‌ ପିଜି ପରୀକ୍ଷା କରିବାକୁ ସ୍ଥିର କରାଯାଇଥିଲା। ପରୀକ୍ଷା ସ୍ଥଗିତ ନେଇ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.