କେନ୍ୟୁଜ୍(ବ୍ୟୁରୋ): ଭାଷା ସଙ୍ଗମ ଓ ମୋବାଇଲ ଆପ୍ର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ଦ୍ୱାରା ୨୨ଟି ଆଞ୍ଚଳିକ ଭାଷାରେ ଦୈନିକ ବ୍ୟବହାରିକ କଥା ଛାତ୍ରଛାତ୍ରୀ ଶିଖିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ଭାଷା ସଙ୍ଗମ ଆପ୍ରେ ୨୨ଟି ଆଞ୍ଚଳିକ ଭାଷାରେ ପ୍ରତିଦିନ ବ୍ୟବହୃତ ୧୦୦ଟି ସାଧାରଣ ବାକ୍ୟ ଉପଲବ୍ଧ ରହିଛି।
ଭାଷା ସଙ୍ଗମ ଭାଷାର ଏକତା ମାଧ୍ୟମରେ ବିଭିନ୍ନ ଭାଷାକୁ ପ୍ରୋତ୍ସାହନ ଦେବ ବୋଲି କହିଛନ୍ତି ଧର୍ମେନ୍ଦ୍ର। ଏକ ଭାରତ ଶ୍ରେଷ୍ଠ ଭାରତ ମୋବାଇଲ କୁଇଜ ଗେମ୍ ଆପ୍ ଭାରତର ସଭ୍ୟତା, ସଂସ୍କୃତି ଓ ଇତିହାସ ଉପରେ ଅବଗତ କରାଇବ। ଭାରତୀୟ ଭାଷାକୁ ପ୍ରୋତ୍ସାହନ ଦେବା ଜାତୀୟ ଶିକ୍ଷାନୀତିର ମୂଳ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି। ବହୁ ଭାଷାରେ ଶିକ୍ଷା ପ୍ରଦାନକୁ ପ୍ରୋତ୍ସାହନ ଦେବାକୁ ଉଦ୍ୟମ ହେବ।.
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…