ଗତକାଲି ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଶେଷ ହେବା ପରେ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି)ର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତୃତୀୟ ପର୍ଯ୍ୟାୟ ଲକଡାଉନକୁ ଦୃଷ୍ଟିରେ ରଖି ଉଭୟ ପରୀକ୍ଷା ଓ ସାକ୍ଷାତକାରର ଆୟୋଜନ ବର୍ତ୍ତମାନ ପରିସ୍ଥିତିରେ ସମ୍ଭବ ନୁହେଁ ବୋଲି ମତ ପ୍ରକାଶ ପାଇଥିଲା। ସେଥିପାଇଁ ମେ’ ୩୧ରେ ହେବାକୁ ଥିବା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଯେହେତୁ ଏହି ପରୀକ୍ଷା ଇଣ୍ଡିଆନ ଫରେଷ୍ଟ ସର୍ଭିସ ପରୀକ୍ଷା ପାଇଁ ମଧ୍ୟ ଏକ ସ୍କ୍ରିନିଂ ପରୀକ୍ଷା ସେଥିପାଇଁ ତାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ମେ’ ୨୦ ପରେ ପରିସ୍ଥିତିର ପୁନଃ ସମୀକ୍ଷା କରାଯାଇ ପରୀକ୍ଷାର ତାରିଖ ନିର୍ଦ୍ଦାରିତ ହୋଇପାବେ।
କରୋନା ଲକ୍ଡାଉନ୍ କାରଣରୁ ମଇ ୪ ତାରିଖରେ ୟୁପିଏସ୍ସି ଏକ ସ୍ୱତନ୍ତ୍ର ବୈଠକ ଡକାଇ ଥିଲା । କରୋନା କାରଣରୁ ପରୀକ୍ଷା ପରିଚାଳନା କରିବା ସମ୍ଭବ ନୁହେଁ ବୋଲି ବୈଠକରେ ମତପ୍ରକାଶ ପାଇଥିଲା ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…