କେନ୍ୟୁଜ୍(ବ୍ୟୁରୋ): ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କରିଛି ଆମେରିକା ରାଷ୍ଟ୍ରପତି । ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ । ଆମେରିକାର ଆଣ୍ଡ୍ରିଉଜ୍ ଏୟାର ଫୋର୍ସ ବେସରୁ ସେ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଆସନ୍ତାକାଲି ସକାଳ ସାଢ଼େ ୧୧ଟାରେ ଅହମ୍ମଦାବାଦରେ ପହଞ୍ଚିବେ । ମୋଟେରା ଷ୍ଟାଡିୟମରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମରେ ଯୋଗ ଦେବେ ଡୋନାଲ୍ଡ ଟ୍ରମ୍ପ । ଗସ୍ତ ପୂର୍ବରୁ ସେ କହିଛନ୍ତି, ଭାରତୀୟଙ୍କୁ ଭେଟିବା ପାଇଁ ଯାଉଥିବାରୁ ଉତ୍ସାହିତ ଅଛି । ଟ୍ରମ୍ପ କହିଛନ୍ତି ମୋଦି ତାଙ୍କ ସାଙ୍ଗ ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…