ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଜାରି : ୨୪ ଘଣ୍ଟାରେ ମଲେଣି ୨୭ ଜଣ

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଛି । ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ୧୧ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ହାଲର୍ଟ ଜାରି କରାଯାଇଛି । ବିଶେଷ କରି ପଶ୍ଚିମ ଉତ୍ତର ପ୍ରଦେଶରେ ସବୁଠାରୁ ବେଶି ବର୍ଷା ରେକର୍ଡ଼ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.