ସାବରିମାଲା ମନ୍ଦିରରେ ମହିଳା ଭକ୍ତଙ୍କ ପ୍ରବେଶ ବିବାଦ, ଆଜି ୧୨ଘଣ୍ଟିଆ ବନ୍ଦ ଡାକରା

କେରଳ(କେନ୍ଯୁଜ୍) : କେରଳର ପ୍ରସିଦ୍ଧ ସାବରିମାଲା ମନ୍ଦିରରେ ମହିଳା ଭକ୍ତଙ୍କ ପ୍ରବେଶ ନେଇ ବିବାଦ ଥମିବାର ନାଁ ନେଉନି । ସାବରିମାଲା ସଂରକ୍ଷଣ ସମିତି ପକ୍ଷରୁ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଆଜି ପୁଣି ମନ୍ଦିର ଖୋଲିବା ପରେ ମହିଳାମାନେ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ । ପ୍ରଦର୍ଶନକାରୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ । ଶ୍ରଦ୍ଧାଳୁଙ୍କ ବିରୋଧରେ ପୋଲିସର କାର‌୍ୟ୍ୟାନୁଷ୍ଠାନ ବିରୋଧରେ ବନ୍ଦ ଡାକରା ଦିଆଯାଇଛି ।

ରାଜ୍ୟର ନିଲ୍ଲକଲ, ପମ୍ଫା, ଏଲଭାକୁଲମ ଓ ସନ୍ନିଧନମରେ ୧୪୪ଧାରା ଲାଗୁ କରାଯାଇଛି । ଏହି ଅଞ୍ଚଳରେ ଏକକାଳୀନ ୪ଜଣରୁ ଅଧିକ ଲୋକ ରହିପାରିବେନି । ବନ୍ଦ ଡାକରାକୁ ଅନ୍ୟ ଦଳର ମଧ୍ୟ ସମର୍ଥନ ମିଳିଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଗତକାଲି ସାବରିମାଲା ମନ୍ଦିର ଖୋଲିଥିଲା । କିନ୍ତୁ ମହିଳାଙ୍କ ପ୍ରବେଶକୁ ନେଇ ଆୟାପ୍ପା ଭକ୍ତମାନେ ବିକ୍ଷୋଭ କରିଥିଲେ । ପୋଲିସ-ଭକ୍ତଙ୍କ ମଧ୍ୟରେ ମୁହାଁମୁହିଁ  ପରିସ୍ଥିତି ସୃଷ୍ଟି ହୋଇଥିଲା।

 

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

25 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

27 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago