ଖଲିସ୍ତାନୀ ଆତଙ୍କବାଦକୁ ବ୍ରିଟେନରେ ପ୍ରଶ୍ରୟ ଦିଆଯିବନି। ଏଥିପାଇଁ ଭାରତ ଓ ବ୍ରିଟେନ ଏକାଠି କାମ କରୁଛନ୍ତି। ଜି ୨୦ ବୈଠକରେ ଯୋଗ ଦେବାକୁ ଭାରତ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଏହା କହିଛନ୍ତି। ଗୁଇନ୍ଦା ସୂଚନା ଆଦାନ ପ୍ରଦାନ ପାଇଁ ୱାର୍କିଂ ଗ୍ରୁପ ଗଠନ ହୋଇଛି। ଫଳରେ ଖଲିସ୍ତାନୀ ଉଗ୍ରବାଦର ଚେର ଠାବ କରାଯାଇପାରିବ ଏବଂ ଦମନ କରାଯାଇପାରିବ।
ବ୍ରିଟେନରେ ଏଭଳି ଉଗ୍ରବାଦର ଗ୍ରହଣୀୟ ନୁହେଁ। ବ୍ରିଟେନରେ ଏହାର କୌଣସି ସ୍ଥାନ ନାହିଁ ବୋଲି ସୁନକ କହିଛନ୍ତି। G-20 ସମ୍ମିଳନୀ ପାଇଁ ଦିଲ୍ଲୀର ସାଜ ସଜ୍ଜା ଓ ଆତିଥେୟତାକୁ ପସନ୍ଦ କରିଛନ୍ତି । ଜଣେ ହିନ୍ଦୁ ଭାବେ ଏଠାରେ ଯୋଗ ଦେଇ ମୁଁ ନିଜକୁ ଗର୍ବ ଅନୁଭବ କରୁଛି । ଏହି ଗସ୍ତ ସମୟରେ ଭାରତର କିଛି ମନ୍ଦିର ଭୁଲିବି ବୋଲି କହିଛନ୍ତି ସୁନକ ।
| ଏଥିସହ ଭାରତକୁ ଫେରିବା ତାଙ୍କ ପାଇଁ ସ୍ବତନ୍ତ୍ର ଅନୁଭୂତି ବୋଲି କହିଛନ୍ତି ବ୍ରିଟେନ ପ୍ରାଧାନମନ୍ତ୍ରୀ ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…