କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ଇସ୍ତଫା ଘୋଷଣା

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା। ମୁଖ୍ୟମନ୍ତ୍ରୀ ଭାବେ ୪ର୍ଥ ପାଳିରେ ତାଙ୍କର ଆଜି ୨ୟ ବର୍ଷ ପୂର୍ତ୍ତି ହୋଇଥିଲା। କିନ୍ତୁ ଆଜି ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମଧ୍ୟାହ୍ନ ଭୋଜନ ପରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ଦେବେ ବୋଲି ସୂଚନା ମିଳିଛି।

karnatakk
pc: deccan herald
 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.