ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ା ୪୩.୫ ଡିଗ୍ରୀ ସହ ସର୍ବାଧିକ ଉତ୍ତପ୍ତ
ଭୁବନେଶ୍ୱର : ଜଳୁଛି ସାରା ଓଡ଼ିଶା । ୪୦ ଉପରେ ୭ଟି ସହରର ପାରଦ । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡକ ହେଲା ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା ଓ ଅନୁଗୁଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ୨୭ ତାରିଖରେ ୧୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାଣ୍ଣିଂ ।…
Read More...