ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ

ନବୀନଙ୍କ ଆଖିରେ ଲୁହ। ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଜଗନ୍ନାଥ ଭାବ ପ୍ରେମରେ ନିମଗ୍ନ ହେବା ସହ ନବୀନଙ୍କ ଆଖି ଛଳ ଛଳ ହୋଇଥିଲା। ଆପେଆପେ ଲୁହରେ ଭିଜିଯାଇଥିଲା ଆଖି ।

ଭୁବନେଶ୍ୱର (କେନ୍ୟୁଜ୍‌) : ନବୀନଙ୍କ ଆଖିରେ ଲୁହ। ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଜଗନ୍ନାଥ ଭାବ ପ୍ରେମରେ ନିମଗ୍ନ ହେବା ସହ ନବୀନଙ୍କ ଆଖି ଛଳ ଛଳ ହୋଇଥିଲା। ଆପେଆପେ ଲୁହରେ ଭିଜିଯାଇଥିଲା ଆଖି । ମୁଖ୍ୟମନ୍ତ୍ରୀ ଭକ୍ତି ଓ ଖୁସିରେ ବିଭୋର ହୋଇଯାଇଥିଲେ। ଆଖିରୁ ଲୁହ ବାହାରିବା ପରେ ମୁଖ୍ୟମନ୍ତ୍ରୀ ରୁମାଲରେ ବାରମ୍ବାର ପୋଛୁଥିବା ଦେଖିବାକୁ ମିଳିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.