କେନ୍ୟୁଜ୍(ବ୍ୟୁରୋ): ଦାଦାବଟିକୁ ନା । ଚାନ୍ଦା ମାଗିଲେ ବନ୍ଧା ହେବେ । ଦୁର୍ଗାପୂଜା ପାଇଁ ଟୁଇନସିଟିର ଅଫିସରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିସନର । ଯିଏ ଜବରଦସ୍ତି ଚାନ୍ଦା ମାଗିବାକୁ ଉଦ୍ୟମ କରିବ କିମ୍ବା ଚାନ୍ଦା ମାଗିବ ତାଙ୍କୁ ଛଡା ଯିବ ନାହିଁ । ଚାନ୍ଦା ମାଗୁଥିବା ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସକୁ ସିଧାସଳଖ ଖବର ଦେଇପାରିବେ ଲୋକେ । ଖବର ଦେଇଥିବା ଲୋକଙ୍କ ନାଁ ଗୋପନ ରହିବ ବୋଲି କହିଛନ୍ତି ପୋଲିସ୍ କମିଶନର ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…