News

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଥିରେ ପ୍ରଥମେ ରହିଛି ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବ । ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଏହି ପ୍ରତିଶ୍ରୁତି ରଖିଥିଲା । ସେହି ଅନୁଯାୟୀ ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ସମସ୍ତ ମନ୍ତ୍ରୀଙ୍କ ଉପସ୍ଥିତିରେ ଭକ୍ତଙ୍କ ସୁବିଧା ପାଇଁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯିବ ।

ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ଅନ୍ୟ ନିଷ୍ପତ୍ତି ଭିତରେ ଶ୍ରୀମନ୍ଦିର ରକ୍ଷଣା ବେକ୍ଷଣ ଓ ବିକାଶ ପାଇଁ ୫୦୦ କୋଟିର କର୍ପସ ଫଣ୍ଡ, ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି ଏବଂ ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ ନେଇ କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଛି ।

 

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago