Categories: News

ଡରାଉଛି ଲଗାଣ ବର୍ଷା: ବଢୁଛି ମହାନଦୀ ଓ ତାର ଶାଖାନଦୀ

:ଲଗାଣ ବର୍ଷାରେ ବଢୁଛି ମହାନଦୀ ଓ ତାର ଶାଖାନଦୀ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବା ସହ ମହାନଦୀ ଅବବାହିକାରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏନେଇ ହୀରାକୁଦ ଜଳଭଣ୍ଡାର କଣ୍ଟ୍ରୋଲ ରୁମ୍‌ ପକ୍ଷରୁ ସୂଚନା ମିଳିଛି । ହୀରାକୁଦ ଜଳଭଣ୍ଡାରରେ ୬୨୪.୪୫ ଫୁଟ ଜଳସ୍ତର ରହିଛି । ଜଳଭଣ୍ଡାରକୁ ୯୮ହଜାର ୯୭୩ କ୍ୟୁସେକ ଜଳ ପ୍ରବେଶ କରୁଛି । କୌଣସି ସ୍ଲଇସ ଗେଟ୍‌ ଖୋଲାନାହିଁ ।
ପଥରଲାରେ ୬୧ ହଜାର ୬୩୩ କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ଖଇରାମାଳରେ୯୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ସେହିପରି ବରମୂଳରେ ୮୬ ହଜାର ୫ ଶହ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଥିବା ବେଳେ ମୁଣ୍ଡଳୀରେ ୬୯ ହଜାର ୩ ଶହ କ୍ୟୁସେକ ଜଳ ପ୍ରବାହିତ ହେଉଛି ।
Sonalisa

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

6 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

21 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

34 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

34 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago