ଗଣିତ ପ୍ରଶ୍ନପତ୍ର ଭାଇରାଲ୍‌ ଅଭିଯୋଗକୁ ଖଣ୍ଡନ କଲେ ବୋର୍ଡ କର୍ତ୍ତୃପକ୍ଷ, କହିଲେ ପ୍ରଶ୍ନପତ୍ର ଲିକ୍ ହୋଇନାହିଁ

ଇଂରାଜୀ ପରେ ଗଣିତ ପ୍ରଶ୍ନପତ୍ର ଲିକ୍ ଗୁଜବ । କେନ୍ଦୁଝରରେ ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୁରି ବୁଲୁଥିବା ଅଭିଯୋଗ । ପରୀକ୍ଷା ଆରମ୍ଭ ହେବା ର୍ପୂବରୁ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଗଣିତ ପ୍ରଶ୍ନପତ୍ର ।

ଭୁବନେଶ୍ୱର (କେନ୍ୟୁଜ୍‌): ଇଂରାଜୀ ପରେ ଗଣିତ ପ୍ରଶ୍ନପତ୍ର ଲିକ୍ ଗୁଜବ । କେନ୍ଦୁଝରରେ ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୁରି ବୁଲୁଥିବା ଅଭିଯୋଗ । ପରୀକ୍ଷା ଆରମ୍ଭ ହେବା ର୍ପୂବରୁ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଗଣିତ ପ୍ରଶ୍ନପତ୍ର । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର ଓ ଉତ୍ତର । ସେପଟେ ଏ ଘଟଣାକୁ ଖଣ୍ଡନ କରିଛନ୍ତି ବୋର୍ଡ କର୍ତ୍ତୁପକ୍ଷ । ସେଭଳି କିଛି ହୋଇନଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.