Below header

ହକି ବିଶ୍ୱକପ୍‌ ଟ୍ରଫି ଉନ୍ମୋଚିତ

ଭୁବନେଶ୍ବର : ହକି ବିଶ୍ୱକପ୍‌ ଟ୍ରଫି ଉନ୍ମୋଚିତ । କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ତର୍ଜାତୀୟ ହକି ମହାସିଂଘର ସଭାପତି ନରିନ୍ଦର ବାତ୍ରା ହକି ବିଶ୍ୱକପ ଟ୍ରଫିକୁ ଉନ୍ମୋଚନ କରିଛନ୍ତି । ଏହି ଅବସରରେ କ୍ରିକେଟର ଅନୀଲ କୁମ୍ବଲେ, ଅଲିମ୍ପିଆନ ସୁଟର ଗଗନ ନାରଙ୍ଗ,ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଉପସ୍ଥିତ ଥିଲେ । ଆସନ୍ତା ୨୮ରୁ ଆରମ୍ଭ ହେବ ପୁରୁଷ ହକି ବିଶ୍ୱକପ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.