Below header

ବରିଷ୍ଠ ଆଇଏସ ସ୍ତରରେ ଅଦଳବଦଳ: ନଜର ପକାନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

କେନ୍ୟୁଜ୍(ବ୍ୟୁରୋ):  ବରିଷ୍ଠ ଆଇଏସ ସ୍ତରରେ ଅଦଳବଦଳ । ଆର.କେ ଶର୍ମା ବୋର୍ଡ ଅଫ୍‌ ରେଭେନ୍ୟୁ ସଦସ୍ୟ ନିଯୁକ୍ତି ମିଳିଛି । ଦେଓରଞ୍ଜନ ସିଂଙ୍କୁ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ପ୍ରଦୀପ୍ତ କୁମାର ଜେନାଙ୍କୁ କୃଷି ଉତ୍ପାଦନ କମିଶନର ହୋଇଛନ୍ତି ।

ସତ୍ୟବ୍ରତ ସାହୁଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ରୂପାରୋଶନ ସାହୁଙ୍କୁ ST ଓ SC ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି । ଶାଶ୍ୱତ ମିଶ୍ରଙ୍କୁ MSME ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.