ସୋର : ସିମୁଳିଆ ବିଧାୟକ ତଥା ପୂର୍ବତନ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପ୍ରକାଶ ପାଣିଗ୍ରାହୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ରରେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି ।
ବିଜେଡି ଟିକେଟରେ ୨୦୧୪ ରେ ପ୍ରଥମଥର ବିଧାୟକ ,୨୦୧୯ ରେ ବିଧାୟକ ହେବା ସହିତ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ପର୍ଯ୍ୟଟନ ଓ ସଂସ୍କୃତିମନ୍ତ୍ରୀ ହୋଇଥିଲେ । ଦଳ ତାଙ୍କୁ ଚଳିତ ନିର୍ବାଚନରେ ଟିକେଟ ପ୍ରଦାନ କରି ନଥିବାରୁ ସେ ଅସନ୍ତୁଷ୍ଟ ଥିଲେ । ଦଳ ଏଠାରେ ସୁବାଷୀନି ସାହୁଙ୍କୁ ପ୍ରାଥୂ କରିଛି । ଶ୍ରୀମତୀ ସାହୁ ହେଉଛନ୍ତି ଵିଜେଡି କଳା ସଂସ୍କୃତି ବିଭାଗର ରାଜ୍ୟ ସମ୍ପାଦକ ଶଶୀ କୁମାର ସାହୁଙ୍କ ଧର୍ମପତ୍ନୀ ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…