ସମ୍ବଲପୁର(କେନ୍ୟୁଜ୍): ହୀରାକୁଦରେ ୧୨ଘଣ୍ଟିଆ ବନ୍ଦ। ବିଭିନ୍ନ ଦାବିରେ ସଫେଇ କର୍ମଚାରୀ ସଂଘ ପକ୍ଷରୁ ବନ୍ଦ ପାଳନ କରାଯାଉଛି। ସଫେଇ କର୍ମଚାରୀ ମାନଙ୍କୁ ଠିକା ସଂସ୍ଥା ଦୁଇ ମାସ ହେଲା ଦରମା ଦେଉନଥିବାବେଳେ କର୍ମଚାରୀମାନେ ESI ସମ୍ପର୍କିତ କୌଣସି ସୁବିଧା ସୁଯୋଗ ପାଉନାହାଁନ୍ତି। ଏହାର ପ୍ରତିବାଦରେ କର୍ମଚାରୀମାନେ ୫ଦିନ ହେଲା ଆନ୍ଦୋଳନ କରୁଛନ୍ତି। ସମସ୍ୟା ନେଇ ମହାନଗର ନିଗମ କମିଶନର ଓ ଜିଲ୍ଲାପାଳଙ୍କୁ ଅବିଯୋଗ କଲା ପରେ ମଧ୍ୟ କୌଣସି ସମାଧାନ ବାହାରିଲାନି। ଫଳରେ ବାଧ୍ୟ ହୋଇ ଆଜି ସଂଘ ପକ୍ଷରୁ ହୀରାକୁଦ ବନ୍ଦ ପାଳନ କରାଯାଉଛି। ଫଳରେ ଦୋକାନ, ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…
ଭୁବନେଶ୍ୱର : କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…