Categories: News

ଆଜିଠୁ ଦିଆଯିବ କରୋନା ଟିକାର ବୁଷ୍ଟର ଡୋଜ୍‌, ବିନା ପଞ୍ଜିକରଣରେ ଲୋକେ ବୁଷ୍ଟର ଡୋଜ ନେଇପାରିବେ

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ୧୮ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ କରୋନା ଟିକାର ବୁଷ୍ଟର ଡୋଜ୍‌ । ଘରୋଇ ଟିକାକରଣ କେନ୍ଦ୍ରରେ ପ୍ରିକସନାରୀ ଡୋଜ୍‌ ମିଳିପାରିବ । ବିନା ପଞ୍ଜିକରଣରେ ଲୋକେ ବୁଷ୍ଟର ଡୋଜ ନେଇପାରିବେ । ହେଲେ ବୁଷ୍ଟର ଡୋଜ୍‌ ପାଇଁ ଦେବାକୁ ପଡିବ ଟଙ୍କା । ଉଭୟ କୋଭିସିଲ୍ଡ୍‌ ଓ କୋଭାକ୍ସିନ୍‌ ଟିକା ୨୨୫ ଟଙ୍କାରେ ମିଳିବ । ଏନେଇ ଘୋଷଣା କରିଛନ୍ତି ଉଭୟ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଓ ଭାରତ ବାୟୋଟେକ୍‌ । ତେବେ କୌଣସି ଘରୋଇ ଟିକାକରଣ କେନ୍ଦ୍ର ବୁଷ୍ଟର ଡୋଜ୍‌ ଦାମ୍‌କୁ ଛାଡ଼ି ସର୍ଭିସ୍‌ ଚାର୍ଜ ୧୫୦ ଟଙ୍କାରୁ ଅଧିକ ନେଇପାରିବେ ନାହିଁ ।

ଯେଉଁମାନଙ୍କୁ ୧୮ ବର୍ଷ ହୋଇଥିବ ଏବଂ ଦ୍ୱିତୀୟ ଡୋଜ୍‌ କୋଭିଡ୍‌ ଟିକାକରଣକୁ ୯ ମାସ ପୂରିଥିବ, ସେମାନେ ଘରୋଇ ଟିକାକରଣ କେନ୍ଦ୍ରରେ ବୁଷ୍ଟର ଡୋଜ୍‌ ନେଇପାରିବେ । ସ୍ୱାସ୍ଥ୍ୟକର୍ମୀ, ଆଗଧାଡ଼ିର ପ୍ରମୁଖ ଯୋଦ୍ଧା ଓ ୬୦ ବର୍ଷରୁ ଅଧିକଙ୍କୁ ସରକାରୀ ଟିକାକରଣ କେନ୍ଦ୍ରରେ ମାଗଣାରେ ବୁଷ୍ଟର ଡୋଜ୍‌ ନେଇପାରିବେ । ଦେଶରେ ଏପର୍ଯ୍ୟନ୍ତ ୧୮୫ କୋଟି ୬୦ଲକ୍ଷରୁ ଅଧିକ ଡୋଜ୍‌ ଟିକା ପ୍ରଦାନ କରାଯାଇସାରିଲାଣି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago