Categories: News

ଆସିଲା ହାତୀ ଗଣନା ରିପୋର୍ଟ, ରାଜ୍ୟରେ ମୋଟ ୨୦୯୮ ହାତୀ

ଭୁବନେଶ୍ୱର(କେନ୍ୟୁଜ୍‌): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର ୧୨୨ । ଏବେ ରାଜ୍ୟର ୩୮ ବନଖଣ୍ଡରେ ଅଛନ୍ତି ୨ ହଜାର ୯୮ ହାତୀ ଅଛନ୍ତି । ୨୦୧୭ରେ ଏ ସଂଖ୍ୟା ଥିଲା ୧ ହଜାର ୯୭୬ ।

ରାଜ୍ୟରେ ଥିବା ହାତୀଙ୍କ ମଧ୍ୟରୁ ୪୭୪ଟି ପୁରୁଷ ହାତୀ ଥିବା ବେଳେ ୧ ହଜାର ୩୦ଟି ମାଈ ହାତୀ ଓ ୫୯୪ଟି ଛୁଆ ହାତୀ ଅଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ କହିଛନ୍ତି, ରାଜ୍ୟରେ ଏବେ ହାତୀଙ୍କ ସଂଖ୍ୟା ବଢ଼ିଛି । ତେବେ ଶୀତ ଋତୁରେ ପଡ଼ୋଶୀ ରାଜ୍ୟରୁ ହାତୀ ଆସିଥିବାରୁ ସେ ସମୟରେ ରାଜ୍ୟର ହାତୀଙ୍କ ସଂଖ୍ୟା ଜାଣିବା ପାଇଁ ନଭେମ୍ୱର ୧୫ରୁ ୧୭ ଯାଏଁ ପୁଣି ଥରେ ହାତୀ ଗଣନା କରାଯିବ । ତେବେ ଗତ ୫ ବର୍ଷରେ ବିଭିନ୍ନ କାରଣରୁ ରାଜ୍ୟରେ ୪୦୩ ହାତୀ ମରିଛନ୍ତି । ଅର୍ଥାତ୍ ବର୍ଷକୁ ମାତ୍ର ୩ ରୁ ୪ ପ୍ରତିଶତ ହାତୀ ମରୁଛନ୍ତି ଯାହାକି ସ୍ଵାଭାବିକ । ଏମିତିକି ଗତ ବର୍ଷ ମାତ୍ର ୬୬ ହାତୀଙ୍କ ମୃତ୍ୟୁ ହୋଇଛି । ତେବେ ହାତୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଅନୁଗୁଳ ଓ ଢେଙ୍କାନାଳ ଅଞ୍ଚଳରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବ୍ୟବହାର ପାଇଁ ଯୋଜନା ହୋଇଛି । ଖୁବଶୀଘ୍ର ଏହା କାର୍ଯ୍ୟକାରୀ ହେବ ।

Sasmita

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

8 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

23 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

33 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

42 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

57 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago