ପୁରୀ : ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ତାଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ, ଜିଲ୍ଲାପାଳ ଓ ଏସ୍ପି ଉପସ୍ଥିତ ଥିଲେ । ଦର୍ଶନ କରିସାରିବା ପରେ ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ।