ମୟୂରଭଞ୍ଜ (କେନ୍ୟୁଜ୍) : ଖରା ଦିନ ନ ହେଉଣୁ ଗାଁ ରେ ହେଲାଣି ପାନୀୟ ଜଳ ସମସ୍ୟା। ଦୀର୍ଘ ଦିନ ହେବ ସ୍ଥାନୀୟ ସରପଞ୍ଚକୁ ପାଣିର ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ ମଧ୍ୟ ଏହାର ସମାଧାନ ନ ହେବାରୁ ଆଜି ଗ୍ରାମବାସୀ ଦେଇଛନ୍ତି ଧାରଣା। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ଶରତ ପଞ୍ଚାୟତର ୧୧ ନମ୍ବର ୱାର୍ଡ ଚର୍ଚ୍ଚ ସାହି ରେ ଏକ ନଳକୂପ ଥିବାବେଳେ ତାହା ସମ୍ପୂର୍ଣ୍ଣ ଅଚଳ ହୋଇଛି। ତେବେ ଗ୍ରାମବାସୀ ମାନେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ନ ପାଇବାରୁ ଆଜି ଶରତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରେ ଗୋରା ବାଲ୍ଟି ଧରି ଧାରଣା ଦେଇଥିଲେ। ତେବେ ସ୍ଥାନୀୟ ସରପଞ୍ଚ ପହଞ୍ଚି ୭ ଦିନ ଭିତରେ ନଳକୂପ ମରାମତି ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…