ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ, ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାଁ ଲେଖାଇବାକୁ ଗୁରୁତ୍ବ
ଭୁବନେଶ୍ୱର (କେନ୍ୟୁଜ): ଏପ୍ରିଲ ୨ରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ଛାତ୍ରଛାତ୍ରୀଙ୍କ ବୟସ ଅନୁଯାୟୀ ସେମାନଙ୍କୁ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଦିଗରେ ପ୍ରଧାନଶିକ୍ଷକମାନେ ଗୁରୁତ୍ବ ଦେବାକୁ ଓସେପା ପକ୍ଷରୁ କୁହାଯାଇଛି ।
ଏନେଇ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ରାଜ୍ୟର ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି…
Read More...