ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
ସୁନ୍ଦରଗଡ (କେନ୍ୟୁଜ): ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ଚାଲିଗଲା ୩ ଜୀବନ । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି।
ଗତକାଲି ବିଳମ୍ବିତ ରାତିରେ ଗୋଟିଏ ବାଇକରେ ୩ ଜଣ ଯୁବକ ଆସୁଥିବା ବେଳେ ଏହି ସମୟରେ ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ବାଇକ…
Read More...