ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଅନେକ ସ୍ଥାନରେ କମିଲା ମୂଲ୍ୟ
ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି…
Read More...