ରାଜ୍ୟରେ ୨ ଦିନ କାଳବୈଶାଖୀ ବର୍ଷା ଚେତାବନୀ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ
ଭୁବନେଶ୍ୱର (କେନ୍ୟୁଜ) : ୨ ଦିନ ଘାଣ୍ଟିବ କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଜି ୨୩ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ଓ ଝଡ଼ ପବନ ପ୍ରଭାବ ଦେଖାଯିବ। ଏଥିପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କୁଆପଥର ଆଲର୍ଟ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ…
Read More...