‘ଯେତିକି ବଡ଼ ବିଜ୍ଞାପନ ଦେଇଥିଲ, ସେତିକି ବଡ଼ କ୍ଷମା ପ୍ରାର୍ଥନା ଦିଅ’, ପତଞ୍ଜଳିକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ସହିତ ଜଡିତ ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ସଂସ୍ଥାର ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣ କୋର୍ଟରେ ହାଜର ହୋଇଥିଲେ । ଜଷ୍ଟିସ ହେମା କୋହଲି ଏବଂ ଅହସାନୁଦ୍ଦିନ ଅମାନୁଲ୍ଲାହଙ୍କ ଖଣ୍ଡପୀଠ ଶୁଣାଣି କରିଥିଲେ । ଆଜିର ଶୁଣାଣିରେ ମଧ୍ୟେରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ଆଶ୍ୱସ୍ତି ମିଳିନାହିଁ । ଏମାନେ ପୁଣିଥିରେ ୩୦…
Read More...