୭୪ ହଜାର ପାର କଲା ୨୪ କ୍ୟାରେଟ ସୁନା, କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ଦର
ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ପ୍ରଥମ ଥର ପାଇଁ ୭୪ ହଜାର ଟଙ୍କା ପାର କରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୧୨୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୯୪୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର…
Read More...