କଳାପଥର ଖାଦାନରେ ଅତଡା ଧସିବା ଘଟଣା, ଦୋଷୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଜିଲ୍ଲାପାଳ
ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଧିନ ଡଙ୍କାରୀ କଳାପଥର ଖାଦାନରେ ଅତଡା ଧସିବା ଘଟଣା । ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଯାଜପୁର ଜିଲ୍ଲାପାଳ। ଘଟଣାରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଦିନ ଧରି ଚାଲିଥିଲା ଉଦ୍ଧାର କାର୍ଯ୍ୟ ।
ଗତକାଲି ସନ୍ଧ୍ୟାରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ସମ୍ପୃକ୍ତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି…
Read More...