ଝାରପଡ଼ା ଜେଲରେ ଗୋଷ୍ଠୀ ସଂଘର୍ଷ, ଆହତ ହୋଇ ଜଣେ କଏଦୀ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବର ଝାରପଡ଼ା ଜେଲରେ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣେ ଆହତ ହୋଇଛନ୍ତି । ଆହତ କଏଦୀଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଏଦୀଙ୍କୁ ଅନ୍ୟ ଗୋଷ୍ଠୀର ୩ ଜଣ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି।
ସୂଚନା ଅନୁସାରେ ଜେଲରେ ଗତକାଲି ରାତିରେ ହୋଇଥିବା ରକ୍ତାକ୍ତ ସଂଘର୍ଷର ମୁଖ୍ୟ ନାୟକ ହେଉଛି ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଓରଫ ଚକ୍ରଧର…
Read More...