ଯୁକ୍ରେନ ଉପରେ ରୁଷର ମିଶାଇଲ ମାଡ, ୧୭ ମୃତ, ୬୦ରୁ ଅଧିକ ଆହତ

ୟୁକ୍ରେନ ଉପରେ ମିଶାଇଲ ମାଡ କରିଛି ରୁଷ । ଆଉ ଏଥିରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୟୁକ୍ରେନର ଚେର୍ନିହିଭ୍ ସହରରେ ୮ ମହଲା ବିଶିଷ୍ଟ ବିଲିଡିଂରେ ମିଶାଇଲ ମାଡ କରିଛି । ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଶିଶୁ ଥିବା ଜଣାଯାଇଛି । ଚେର୍ନିହିଭ୍ ୟୁକ୍ରେନର ରାଜଧାନୀ କିଭ୍‌ ଠାରୁ ପାଖାପାଖି ୧୫୦ କିମି ଦୂରରେ ଅବସ୍ଥିତି । ଏହାର ଜନସଂଖ୍ୟା…
Read More...

ରାଜ୍ୟ

ଦେଶ ବିଦେଶ

ବ୍ୟବସାୟ ଓ ଅର୍ଥନୀତି

ଲାଇଫ୍ ଷ୍ଟାଇଲ୍

ଟେକ୍

ସ୍ପେଶାଲ

ରାଶିଫଳ

ଦୈନିକ ରାଶିଫଳ: ଜାଣନ୍ତୁ ଆଜି ଆପଣଙ୍କ ରାଶି କ’ଣ କହୁଛି

ମେଷ: ଅନ୍ୟ ଦିନ ଅପେକ୍ଷା ଆଜି ଆପଣଙ୍କ ପାଇଁ ଦିନଟି ଭଲ ହେବାକୁ ଯାଉଛି । ଆପଣ କିଛି ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି । କିଛି ବଡ଼ ଦାୟିତ୍ୱ ଆପଣଙ୍କ ଉପରେ ଆସିପାରେ । ବୃଷ: ଘରେ ଆପଣ ପାରିବାରିକ ସମସ୍ୟା ଶୁଣିବାରେ କିଛି ସମୟ ଅତିବାହିତ କରିବେ । କିଛି ଶୁଭ କାର୍ଯ୍ୟକ୍ରମରେ ଭାଗ ନେଇପାରନ୍ତି । ଆଜି ସାଙ୍ଗମାନଙ୍କଠାରୁ ଯଥେଷ୍ଟ ସମର୍ଥନ ପାଇବେ । ମିଥୁନ: ବ୍ୟବସାୟରେ ଆପଣ ଏକ ବଡ଼ ପୁଞ୍ଜି ବିନିଯୋଗ କରିବାକୁ ଯୋଜନା…
Read More...

କ୍ରୀଡା