ବିଳମ୍ବିତ ରାତିରେ ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଗୁରୁତର

ଜଳେଶ୍ୱର (କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ କାଳିଆ ନନା ନାମକ ଏକ ଘରୋଇ ବସ ରାତି ୩ଟା ସମୟରେ ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଦୀଘା…
Read More...

ରାଜ୍ୟ

ଦେଶ ବିଦେଶ

ବ୍ୟବସାୟ ଓ ଅର୍ଥନୀତି

ଲାଇଫ୍ ଷ୍ଟାଇଲ୍

ଟେକ୍

ସ୍ପେଶାଲ

ରାଶିଫଳ

ଆଜିର ରାଶିଫଳ : ଏହି ରାଶିର ଲୋକେ ବାହାରକୁ ଯାତ୍ରା କରିବେ, ଭାଇ ଓ ଭଉଣୀଙ୍କ ସହ ସମ୍ପର୍କ ଭଲ ରହିବ

ମେଷ: ଦିନଟି ଭଲରେ କଟିବ । ବଡ ଲୋକଙ୍କ ଠାରୁ ସାହାଯ୍ୟ ମିଳିବ । କୌଣସି କାର୍ଯ୍ୟରେ ସଫଳତା ମିଳିବ । ଘର ସଜାଇବାରେ ଧ୍ୟାନ ଦେବେ । ପରିବାରର କୌଣସି ବ୍ୟକ୍ତିଙ୍କୁ ନିଜ ମନ କଥା କହିବା ପାଇଁ ସୁଯୋଗ ମିଳିବ । କିଛି ସମୟ ଆନନ୍ଦ ରହିବେ । ଆପଣଙ୍କ ପଦବୀ ଓ ପ୍ରତିଷ୍ଠା ବଢିବା କାରଣରୁ ବହୁତ ଖୁସି ରହିବେ । ରାଜନୀତିରେ କିଛି ବଡ ପଦବୀ ମିଳିପାରେ । ବୃଷ: ଆଜିର ଦିନଟି ଆପଣଙ୍କ ଆବଶ୍ୟକତା ପୂର୍ଣ୍ଣ ରହିବ, ଯାହାଦ୍ୱାରା ଆପଣ…
Read More...

କ୍ରୀଡା