ଏଠାରେ ଜାଣି ନିଅନ୍ତୁ ଆଜିର ସୁନା ଓ ରୁପା ଦର
ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ପ୍ରଥମ ଥର ପାଇଁ ୭୪ ହଜାର ଟଙ୍କା ପାର କରିସାରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୮୦୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୫୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩…
Read More...