ନିଯୁକ୍ତି

ଗ୍ରାଜୁଏସନ କରିଥିଲେ ଆକାଉଣ୍ଟ ଅଫିସର ପାଇଁ କରନ୍ତୁ ଆବେଦନ, ମାସକୁ ମିଳିବ ୯୦ ହଜାରରୁ ଅଧିକ ଦରମା

ଆସିଷ୍ଟାଣ୍ଟ ଆକାଉଣ୍ଟ ଅଫିସର ପଦବୀ ପାଇଁ ଭର୍ତ୍ତି ହେଉଛି । ଆବେଦନ ପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟକୁ ଯାଇ ନୋଟିସ ଚେକ୍‌ କରିପାରିବେ । ଏହି ଭର୍ତ୍ତି ଆସାମ ପବ୍ଲିକ ସର୍ଭିସ କମିଶନ ପଦବୀରେ ହେଉଛି । ଏଠାରେ ୬୯ ଆକାଉଣ୍ଟ ଅଫିସର ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରାଯାଉଛି । ଆସାମ ପାଓ୍ଵର ଡିଷ୍ଟ୍ରିବ୍ୟୁସନ କମ୍ପାନୀ ଲିଭିଟେଡ ପକ୍ଷରୁ ହେଉଛି ।

ପଦବୀ ବିବରଣୀ: ୬୯

ଜରୁରୀ ତାରିଖ : ଆବେଦନ କରିବାର ତାରିଖ ୧୫ ଜୁନରେ ଆରମ୍ଭ ହେବ । ଶେଷ ତାରିଖ ୧୪ ଜୁଲାଇ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଆସାମ ପାଓ୍ଵର ଡିଷ୍ଟ୍ରିବ୍ୟୁସନ କମ୍ପାନୀ ଲିମିଟେଡ ପାଇଁ ଆସିଷ୍ଟାଣ୍ଟ ଆକାଉଣ୍ଟ ଅଫିସର ପଦବୀ ପାଇଁ ଇଚ୍ଛୁକ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଅତିକମରେ ୫୫% ମାର୍କ ସହିତ ଗ୍ରାଜୁଏସନ କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୨୧ରୁ ୩୮ ବର୍ଷ ହେବା ଜରୁରୀ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ୨୫,୦୦୦ରୁ ୯୨,୦୦୦ ଟଙ୍କା ଦରମା ମିଳିବ ।

ଆବେଦନ ଶୁଳ୍କ : ଖାଲିପଡିଥିବା ପଦବୀ ପାଇଁ ସାଧାରଣ ବର୍ଗ ପ୍ରାର୍ଥୀ ୨୯୭.୨୦ ଟଙ୍କା ଦେବାକୁ ହେବ । ଅନୁସୂଚିତ ଜାତି, ଜନଜାତି, ଓବିସି ପ୍ରାର୍ଥୀ ୧୯୭.୨୦ ଟଙ୍କା ରହିଛି । ବିପିଏଲ ଏବଂ ଦିବ୍ୟାଙ୍ଗ ପ୍ରାର୍ଥୀ ୪୭.୨୦ ଟଙ୍କା ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

3 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

17 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

53 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

55 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

59 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

1 hour ago