ଖାଲିପଡିଛି ୩୫୩୨ ସରକାରୀ ପଦବୀ, ୧୨ଶ ପାସ୍ କରିଥିଲେ ତୁରନ୍ତ କରନ୍ତୁ ଆବେଦନ
ବିହାରରେ ପଞ୍ଚାୟତ ସଚିବ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଆବେଦନ କରିବା ପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ onlinebssc.com କୁ ଯାଇ ଆବେଦନ କରିପାରିବେ । ଏହି ଭର୍ତ୍ତି ପାଇଁ ଆବେଦନ କରିବାର ଶେଷ ତାରିଖ ୯ ନଭେମ୍ବର ୨୦୨୩ ରହିଛି ।
ସରକାରୀ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର । ବିହାରରେ ପଞ୍ଚାୟତ ସଚିବ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଥିପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବା ପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ onlinebssc.com କୁ ଯାଇ ଆବେଦନ କରିପାରିବେ । ଏହି ଭର୍ତ୍ତି ପାଇଁ ଆବେଦନ କରିବାର ଶେଷ ତାରିଖ ୯ ନଭେମ୍ବର ୨୦୨୩ ରହିଛି ।
ପଦବୀ ବିବରଣୀ : ୩୫୩୨
ସଂରକ୍ଷିତ-୧୭୪୬, ମହିଳା – ୧୦୨୨
ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ନଭେମ୍ବର ୯ ରହିଛି ।
ଶିକ୍ଷାଗତ ଯୋଗ୍ୟତା : ଏହି ଭର୍ତ୍ତି ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା କୌଣସି ମାନ୍ୟତାପ୍ରାପ୍ତ ବୋର୍ଡ +୨ ପାସ୍ କରିଥିବା ଜରୁରୀ ।
ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ରୁ ୩୭ ବର୍ଷ ହେବା ଜରୁରୀ । ନିୟମ ଅନୁସାରେ ସଂରକ୍ଷିତ ପ୍ରାର୍ଥୀଙ୍କୁ ବୟସ ସୀମାରେ ଛାଡ ମିଳିବ ।
କେମିତି କରିବେ ଆବେଦନ :
ଇଚ୍ଛୁକ ପ୍ରାର୍ଥୀ ପ୍ରଥମେ ଅଫିସିଆଲ ୱେବସାଇଟକୁ ଯାଆନ୍ତୁ ।
ଏହାପରେ ହୋମ ପେଜରେ ସମ୍ବନ୍ଧୀୟ ଲିଙ୍କରେ କ୍ଲିକ୍ କରନ୍ତୁ ।
ଆବେଦନ ଫର୍ମ ପୂରଣ କରିବା ପରେ ଜମା କରନ୍ତୁ ।
ଅଧିକ ଜାଣିବା ପାଇଁ ୱେବସାଇଟକୁ ଯାଇ ଦେଖିନିଅନ୍ତୁ ।