Below header

ସେଣ୍ଟ୍ରାଲ କୋଲ୍ଡଫିଲ୍ଡସରେ ବମ୍ପର ପଦବୀ ଭର୍ତ୍ତି, ୧୦ମ ପାସ୍‌ କରିଥିଲେ କରନ୍ତୁ ଆବେଦନ

ସେଣ୍ଟ୍ରାଲ କୋଲ୍ଡଫିଲ୍ଡିସ ଲିମିଟେଡରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ centralcoalfields.inକୁ ଯାଇ ଆବେଦନ କରନ୍ତୁ । ଏହି ଭର୍ତ୍ତି ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି ।

ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୧୦ମ ପାସ୍‌ କରିଥିଲେ ତୁରନ୍ତ କରନ୍ତୁ ଆବେଦନ । ସେଣ୍ଟ୍ରାଲ କୋଲ୍ଡଫିଲ୍ଡିସ ଲିମିଟେଡରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ centralcoalfields.inକୁ ଯାଇ ଆବେଦନ କରନ୍ତୁ । ଏହି ଭର୍ତ୍ତି ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ଆବେଦନ କରିବାର ଶେଷ ତାରିଖ ୨୩ ଡିସେମ୍ବର ୨୦୨୩ ରହିଛି ।

ପଦବୀ ବିବରଣୀ : ୩୦୦

ଜୁନିଅର ଡାଟା ଏଣ୍ଟ୍ରି ଅପରେଟର ଟ୍ରେନି

ଜରୁରୀ ତାରିଖ : ଇଚ୍ଛୁକ ପ୍ରାର୍ଥୀ ୨୩ ଡିସେମ୍ବର ପୂର୍ବରୁ ଆବେଦନ କରିପାରିବେ ।

ଶିକ୍ଷାଗତ ଯୋଗ୍ୟତା : ସେଣ୍ଟ୍ରାଲ କୋଲ୍ଡଫିଲ୍ଡସ ଲିମିଟେଡରେ ଜୁନିଅର ଡାଟା ଏଣ୍ଟ୍ରି ଅପରେଟର ଟ୍ରେନି ପାଇଁ ଶିକ୍ଷାଗତ ଯୋଗ୍ୟତା ୧୦ମ ପାସ୍‌ କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ରୁ ୩୦ ବର୍ଷ ହୋଇଥିବା ଜରୁରୀ ।

ଚୟନ ପ୍ରକ୍ରିୟା : ଏହି ପଦବୀରେ ଚୟନ ଲିଖିତ ପରୀକ୍ଷା, ଟାଇପିଂ ଟେଷ୍ଟ, ମେରିଟ ଲିଷ୍ଟ, ଡକ୍ୟୁମେଣ୍ଟ ଭେରିଫିକେସନ ଆଧାରରେ ହେବ ।

ଦରମା : ଚୟନିତ ପ୍ରାର୍ଥୀଙ୍କ ଦରମା ମାସକୁ ୩୧,୮୫୩ ରୁ ୪୫,୦୦୦ ପର୍ଯ୍ୟନ୍ତ ମିଳିବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.