ନିଯୁକ୍ତି

ରେଲୱେରେ ବମ୍ପର ଭର୍ତ୍ତି, ୧୨ଶ ପାସ୍‌ ପ୍ରାର୍ଥୀ ତୁରନ୍ତ କରନ୍ତୁ ଆବେଦନ

ରେଲୱେରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ । ସାଉଥ ଇଷ୍ଟ ସେଣ୍ଟ୍ରାଲ ରେଲୱେରେ ଟ୍ରେଡ ଅପାରଣ୍ଟିସରେ ୧୦୦୦ରୁ ଅଧିକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଚ୍ଛୁକ ପ୍ରାର୍ଥୀ ମଇ ୧ ତାରିଖ ପର୍ଯ୍ୟନ୍ତ secr.indianrailways.gov.in କୁ ଯାଇ ଆବେଦନ କରିପାରିବେ । ଭର୍ତ୍ତି ପାଇଁ କେବଳ ପ୍ରାର୍ଥୀ ଅନଲାଇନ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୧୧୧୩

ୱେଲଡର : ୧୬୧
ଟର୍ନର: ୫୪
ଫିଟର: ୨୦୨
ଇଲେକ୍ଟ୍ରିସିଆନ : ୨୧୨
ଷ୍ଟେନୋଗ୍ରାଫର: ୨୩
କମ୍ପ୍ୟୁଟର ଅପରଟର ଆଣ୍ଡ ପ୍ରୋଗ୍ରାମର ଆସିଷ୍ଟାଣ୍ଟ : ୧୦
ହେଲଥ ଆଣ୍ଡ ସେନେଟାରୀ ଇନ୍ସପେକ୍ଟର: ୨୫
ମଶିନିଷ୍ଟ: ୧୫
ମେକାନିକାଲ : ୮୧
ମେକାନିକାଲ ରେଫ୍ରଜରେଟର: ୨୧
ମେକାନିକ ଅଟୋ ଇଲେକ୍ଟ୍ରିକାଲ ଆଣ୍ଡ ଇଲେକ୍ଟ୍ରୋନିକ୍ସ: ୩୫
ଓ୍ଵାଗନ ରିଫେୟର ଏବଂ ଫିଟର : ୧୧୦
ୱେଲଡର(ରାୟପୁର) : ୧୧୦
ମଶିନିଷ୍ଟ : ୧୫
ଟେନର : ୧୪
ଇଲେକ୍ଟ୍ରିସିଆନ : ୧୪
କମ୍ପ୍ୟୁଟର ଅପରେଟର ଆଣ୍ଡ ପ୍ରୋଗ୍ରାମର ଆସିଷ୍ଟାଣ୍ଟ : ୪
ଷ୍ଟୋନୋଗ୍ରାଫର : ୨

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ମଇ ୧, ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ମାନ୍ୟତାପ୍ରାପ୍ତ ସ୍କୁଲର ଶିକ୍ଷା ବୋର୍ଡ ୫୦ ପ୍ରତିଶତ ମାର୍କ ସହିତ ୧୨ଶ ପରୀକ୍ଷା ପାସ୍‌ କରିଥିବା ଜରୁରୀ । ଏହାସହିତ ଆଇଟିଆଇ ଟ୍ରେଡରେ ସାର୍ଟିଫିକେଟ ପାଇଥିବା ଜରୁରୀ ।

ବୟସ ସୀମା : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ବୟସ ୧୫ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ ।

ଆବେଦନ ଶୁଳ୍କ : ଏହି ଭର୍ତ୍ତି ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କୁ କୌଣସି ଆବେଦନ ଶୁଳ୍କ ଦେବାକୁ ହେବ ନାହିଁ ।

ଚୟନିତ ପ୍ରାର୍ଥୀଙ୍କୁ ବର୍ଷେ ପାଇଁ ଟ୍ରେନିଂ ଦିଆଯିବ । ଟ୍ରେନିଂ ସମୟରେ ପ୍ରାର୍ଥୀଙ୍କୁ ଷ୍ଟାଇପେଣ୍ଡ ମିଳିବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago