ନିଯୁକ୍ତି

IGI ଏୟାରପୋର୍ଟରେ ୧୦୪୭ ପଦବୀ ଖାଲି, ଜାଣନ୍ତୁ କେମିତି ହେବ ଚୟନ

ଇନ୍ଦିରା ଗାନ୍ଧି ଏୟାରପୋର୍ଟରେ ଭର୍ତ୍ତି ସୁଯୋଗ । ଏଠାରେ ୧ ହଜାରରୁ ଅଧିକ ପଦବୀ ଖାଲିପଡିଛି । ଏହି ପଦବୀରେ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ ।

ଇଚ୍ଛୁକ ପ୍ରାର୍ଥୀ igiaviationdelhi.com କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୧୦୭୪

ଜରୁରୀ ତାରିଖ : ଇଚ୍ଛୁକ ପ୍ରାର୍ଥୀ ୨୧ ମଇ ୨୦୨୪ ପର୍ଯ୍ୟନ୍ତ ଆବେଦନ କରିପାରିବେ ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବୋର୍ଡରୁ +୨ ପାସ୍‌ କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ସୀମା ୧୮ ବର୍ଷରୁ ୩୦ ବର୍ଷ ମଧ୍ୟରେ ହେବା ଜରୁରୀ । ସଂରକ୍ଷିତ ପ୍ରାର୍ଥୀଙ୍କୁ ବୟସ ସୀମାରେ ଛାଡ୍‌ ମିଳିବ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ଆଧାରରେ ହେବ । ପରୀକ୍ଷା ଇଂଲିଶ ଏବଂ ହିନ୍ଦୀରେ ହେବ ।

ପ୍ରାର୍ଥୀଙ୍କ ପାଇଁ ପରୀକ୍ଷାରେ ଜେନେରାଲ ଆଓ୍ଵାରନେସ, ଏଭିଏସନ ବିଷୟବସ୍ତୁ, ଇଂଲିଶ ଏବଂ ରିଜନିଂ ପଡିବ ।

ଆବେଦନ ଶୁଳ୍କ : ଇଚ୍ଛୁକ ପ୍ରାର୍ଥୀ ୩୫୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

3 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

10 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

18 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

20 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

28 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

53 mins ago