ନିଯୁକ୍ତି

IIT ପାଟନାରେ ଖାଲିପଡିଛି ବିଭିନ୍ନ ପଦବୀ, ଦରମା ମାସକୁ ୯୦ ହଜାର

ସରକାରୀ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର । ପାଟନା ଆଇଆଇଟିରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ  staffrect.iitp.ac.in କୁ ଯାଇ ଆବେଦନ କରିପାରିବେ ।

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୧୫ ମଇ, ୨୦୨୩ ରହିଛି ।

ପଦବୀ ବିବରଣୀ : ୧୦୯

ଏହି ୧୦୯ ପଦବୀରେ ନନ ଟିଚିଂ ପଦବୀ ଆଧାରରେ କରାଯିବ । ଡେପୁଟି ରେଜିଷ୍ଟ୍ରାର, ଡେପୁଟି ଲାଇବ୍ରେରିଆନ୍‌, ମେଡିକାଲ ଅଫିସର, ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର, ପବ୍ଲିକ ରିଲେସନ ଅଫିସର ସମେତ ବିଭିନ୍ନ ପଦବୀରେ ଭର୍ତ୍ତି ହେବ ।

ଶିକ୍ଷାଗତ ଯୋଗ୍ୟତା : ଏହି ପଦରେ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ୟୁନିଭରସିଟି/କଲେଜରୁ ଡିପ୍ଲୋମା/ଏମବିବିଏସ୍‌/ବିଇ/ବିଟେକ/ଏମଟେକ ଏମସିଏ/ଏମଏମସି/ ପିଏଚଡି ଯୋଗ୍ୟତା ରଖିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୨୭ ରୁ ୫୦ ବର୍ଷରେ ହୋଇଥିବା ଜରୁରୀ । ସଂରକ୍ଷିତ ବର୍ଗଙ୍କୁ ବୟସ ସୀମାରେ ଛୁଟ୍‌ ମିଳିବ ।

ଆବେଦନ ଶୁଳ୍କ : ଆବେଦନ କରିବାର ପାଇଁ ୧୫୦୦ ଟଙ୍କା, ଗ୍ରୁପ ବି ପାଇଁ ୧୦୦୦ ଟଙ୍କା, ଗ୍ରୁପ ସି ପାଇଁ ୫୦୦ ଟଙ୍କା ଆବେଦନ ଶୁଳ୍କ ଦେବା ଜରୁରୀ । ଅନୁସୂଚିତ ଜାତି/ଜନଜାତି/PWD/EWS ଏବଂ ମହିଳା ପ୍ରାର୍ଥୀଙ୍କୁ ରିହାତି ମିଳିବ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ/ଟ୍ରେଡ ଟେଷ୍ଟ, ଇଣ୍ଟରଭ୍ୟୁ ଏବଂ ଡକ୍ୟୁମେଣ୍ଟ ଭେରିଫିକେସନ ଆଧାରରେ ହେବ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ୮୦ ହଜାରରୁ ୯୦ ହାଜର ଯାଏଁ ଦରମା ମିଳିବ ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ୍‌ କରନ୍ତୁ :

https://feeds.abplive.com/testfeeds/Hindi/PdfFiles/fceef7f77aa631e30eca4307f868588f.pdf?_ga=2.100274398.117722771.1682658468-110929913.1669112009

Swagatika

Recent Posts

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

1 hour ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

2 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

2 hours ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

3 hours ago

ନାଗପୁର ହିଟ ଆଣ୍ଡ ରନ ମାମଲା ; ୩ଶହ କୋଟିର ସଂପତ୍ତି ପାଇଁ ବୋହୂ ଦେଇଥିଲା ସୁପାରୀ

କି ଯୁଗ ହେଲା । ସମ୍ପତି ଲୋଭ ମଣିଷକୁ ଅନ୍ଧ କଲା । ଭୁଲିଗଲା ସବୁ ସମ୍ପର୍କ । ଶଶୁର…

3 hours ago

ରାଜ୍ୟରୁ ହଟିଲା 5T ଓ ମୋ ସରକାର, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରୁ ହଟିଲା 5T ଓ ମୋ ସରକାର । ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ…

3 hours ago