IIT ରେ ଜୁନିଅର ଆସିଷ୍ଟାଣ୍ଟ ପଦବୀ ଖାଲି, ଗ୍ରାଜୁଏସନ କରିଥି ପ୍ରାର୍ଥୀ ତୁରନ୍ତ କରନ୍ତୁ ଆବେଦନ

ଆଇଆଇଟି ଗାନ୍ଧିନଗରରେ ଚାକିରି ସୁଯୋଗ । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଭିଯାନ ପାଇଁ ସେପ୍ଟେମ୍ବର ୨୨ଯାଏଁ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ସେପ୍ଟେମ୍ବର ୨୨ ରହିଛି ।

ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ ଟେକ୍ନୋଲୋଜି ଗାନ୍ଧିନଗରରେ ଖାଲିପଡିଛି ଅନେକ ପଦବୀ । ଏଠାରେ ଖାଲିପଡିଥିବା ପଦବୀ ପାଇଁ ଅଫିସିଆଲ ୱେବସାଇଟ iitgn.ac.in କୁ ଯାଇ ଆବେଦନ କରିପାରିବେ । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଭିଯାନ ପାଇଁ ସେପ୍ଟେମ୍ବର ୨୨ଯାଏଁ ଆବେଦନ କରିପାରିବେ । ଯେଉଁମାନେ କରିନାହାନ୍ତି, ସେମାନେ ତୁରନ୍ତ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୨୩

ଡେପୁଟି ରେଜିଷ୍ଟ୍ରାର, ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର, ଜୁନିଅର ଆସିଷ୍ଟାଣ୍ଟ

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ରହିବ ।

ଶିକ୍ଷାଗତ ଯୋଗ୍ୟତା : ଏହି ଭର୍ତ୍ତି ପାଇଁ ଗ୍ରାଜୁଏଟ ଏବଂ ପିଜି କରିଥିବା ପ୍ରାର୍ଥୀ ଆବେଦନ କରିପାରିବେ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୨୭ ବର୍ଷରୁ ୫୦ ବର୍ଷ ପର୍ଯ୍ୟନ୍ତ ଆବେଦନ କରିପାରିବେ ।

ଦରମା : ଚୟନିତ ପ୍ରାର୍ଥୀ ମାସିକ ୩୫ ହଜାରୁ ଆରମ୍ଭ କରି ୧ ଲକ୍ଷ ୨୨ ହଜାର ଟଙ୍କା ପର୍ଯ୍ୟନ୍ତ ଆବେଦନ କରିପାରିବେ ।

ଆବେଦନ ଶୁଳ୍କ : ଏହି ଅଭିଯାନ ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ ୫୦୦ ଟଙ୍କା ଶୁଳ୍କ ଦେଇ ଆବେଦନ କରିପାରିବେ । ସଂରକ୍ଷତ ବର୍ଗ ପ୍ରାର୍ଥୀଙ୍କୁ ଆବେଦନ ଶୁଳ୍କରେ ଛାଡ୍‌ ମିଳିବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ସାଇଟକୁ ଯାଇ ଆବେଦନ କରିପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.