ଇଣ୍ଡିଆନ୍‌ କୋର୍ଷ୍ଟ ଗାର୍ଡରେ ୩୨୦ ପଦବୀ ଖାଲି, ୧୨ଶ ପାସ୍‌ ତୁରନ୍ତ କରନ୍ତୁ ଆବେଦନ

ଇଣ୍ଡିଆନ କୋଷ୍ଟ ଗାର୍ଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ବମ୍ପର ପଦବୀରେ ଭର୍ତ୍ତି ହେଉଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ joinindiancoastguard.cdac.in କୁ ଯାଇ ଆବେଦନ କରନ୍ତୁ ।

ପଦବୀ ବିବରଣୀ : ୩୨୦

ନାବିକ: ୨୬୦
ମେକାନିକାଲ : ୬୦

ଜରୁରୀ ତାରିଖ : ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବାର ଶେଷ ତାରିଖ ୩ ଜୁଲାଇ ୨୦୨୪ ରହିଛି । ଶେଷ ତାରିଖ ପରେ କୌଣସି ପ୍ରାର୍ଥୀଙ୍କୁ ଆବେଦନ ପାଇଁ ସୁଯୋଗ ମିଳିବ ନାହିଁ ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ୧୦ମ କିମ୍ବା ୧୨ଶ ପାସ୍‌ କରିଥିବା ଜରୁରୀ । ଏଥିପାଇଁ ନୋଟିଫିକେସନ ଚେକ୍‌ କରିପାରିବେ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ରୁ ୨୨ ବର୍ଷ ହେବା ଜରୁରୀ ।

ଆବେଦନ ଶୁଳ୍କ : ଇଚ୍ଛୁକ ପ୍ରାର୍ଥୀ ଆବେଦନ ପାଇଁ ଶୁଳ୍କ ୩୦୦ ଟଙ୍କା ଦେବାକୁ ହେବ । ସଂରକ୍ଷିତ ପ୍ରାର୍ଥୀଙ୍କୁ ଆବେଦନ ଶୁଳ୍କରେ ଛାଡ୍‌ ମିଳିବ ।

Leave A Reply

Your email address will not be published.