ନିଯୁକ୍ତି

ରେଲୱେରେ ୩୦୦୦ରୁ ଅଧିକ ପଦବୀ ଖାଲି, ୧୦ମ୍‌ ପାସ୍‌ ଯୁବପିଢି କରିପାରିବେ ଆବେଦନ

ନର୍ଦନ ରେଲୱେ ପକ୍ଷରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି କରାଯାଇଛି । ଏହା ଅନୁସାରେ ରେଲୱେ ବୋର୍ଡରେ ଅଧିକ ସଂଖ୍ୟାରେ ଅପାରଣ୍ଟିସ ପଦବୀ ପାଇଁ ଭର୍ତ୍ତି କରାଯିବ । ଏଥିପାଇଁ ଭର୍ତ୍ତି ଅଭିଯାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଫିସିଆଲ ସାଇଟକୁ rrrnr.org କୁ ଯାଇ ଆବେଦନ କରିପାରିବେ । ଆବେଦନ କରିବା ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ଷ୍ଟେପ୍‌ ବାଏ ଷ୍ଟେପ୍‌ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୩,୦୯୩

ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ ୧୦ମ, ୧୨ଶ ପାସ୍‌ କରିଥିବା ଜରୁରୀ । ଏହାଛଡା ଆଇଟିଆଇ ପାସ୍‌ କରିବା ସହିତ ସାର୍ଟିଫିକେଟ ରଖିଥିବା ଜରୁରୀ ।

ବୟସ ସୀମା : ଏହି ଭର୍ତ୍ତି ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ବୟସ ୧୫ ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ ।

ଆବେଦନ ଶୁଳ୍କ : ଭର୍ତ୍ତି ପାଇଁ ଆବେଦନ ଶୁଳ୍କ ୧୦୦ ଟଙ୍କା ରହିଛି । ଅନୁସୂଚିତ ଜାତି/ଜନଜାତି/PWD ଏବଂ ମହିଳା ପ୍ରାର୍ଥୀ ବିନା ଶୁଳ୍କରେ ଆବେଦନ କରିପାରିବେ ।

ଚୟନ ପ୍ରକ୍ରିୟା : ଏହି ପଦବୀରେ ଆବେଦନ ମେରିଟ ଆଧାରରେ ହେବ । ଅଧିକ ଜାଣିବା ପାଇଁ ପ୍ରାର୍ଥୀ ଅଫିସିଆଲ ସାଇଟକୁ ଯାଇ ଆବେଦନ କରିପାରିବେ ।

କେମିତି କରିବେ ଆବେଦନ :

ଆବେଦନ କରିବା ପାଇଁ ପ୍ରଥମେ ଅଫିସିଆଲ ୱେବସାଇଟ rrcnr.org କୁ ଯାଇ ଆବେଦନ କରନ୍ତୁ ।

ଏହାପରେ ହୋମପେଜରେ ଅନଲାଇନ ଆପ୍ଲିକେସନ ଲିଙ୍କରେ କ୍ଲିକ୍‌ କରନ୍ତୁ ।

ଏକ ଲିଙ୍କ ଖୋଲିବ, ଯେଉଁଥିରେ ପ୍ରାର୍ଥୀଙ୍କୁ ରେଜିଷ୍ଟ୍ରେସନ କରିବାକୁ ହେବ ।

ରେଜିଷ୍ଟ୍ରେସନ କରିବା ପାଇଁ ଲଗଇନ୍‌ କରି ଆପ୍ଲିକେସନ ଫର୍ମ ପୂରଣ କରନ୍ତୁ ।

ଏହାପରେ ପ୍ରାର୍ଥୀ ଆବେଦନ ଶୁଳ୍କ ଭରନ୍ତୁ ଏବଂ ଫର୍ମ ସବମିଟ୍‌ କରନ୍ତୁ ।

ଆବେଦନ ଫର୍ମ ଡାଉନଲୋଡ କରି ଏକ ପ୍ରିଣ୍ଟ ଆଉଟ୍‌ କାଢି ରଖନ୍ତୁ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

19 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

26 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

42 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

47 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago