ନିଯୁକ୍ତି

ସରକାରୀ ଚାକିରି ପାଇଁ ତୁରନ୍ତ କରନ୍ତୁ ଆବେଦନ, ଇଣ୍ଟେଲିଜେନ୍ସୀ ବ୍ୟୁରୋରେ ଭର୍ତ୍ତି ସୁଯୋଗ

ସରକାରୀ ଚାକିରି ଖୋଜୁଥିଲେ ସୁବର୍ଣ୍ଣ ସୁଯୋଗ । ଗୃହ ମନ୍ତ୍ରଣାଳୟ ଅନ୍ତର୍ଗତ ଇଣ୍ଟେଲିଜେନ୍ସ ବ୍ୟୁରୋ(ଆଇବି)ରେ ସିକ୍ୟୁରିଟି ଆସିଷ୍ଟାଣ୍ଟ/ମୋଟର ଟ୍ରାନ୍ସପୋର୍ଟ ଏବଂ ମଲ୍‌ଟି ଟାକ୍ସିଂ ଷ୍ଟାଫର ୬୭୭ ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଆବେଦନ କରିବାର ଶେଷ ତାରିଖ ୧୩ ନଭେମ୍ବର ୨୦୨୩ ରହିଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ mha.gov.in କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୬୭୭

ସିକ୍ୟୁରିଟି ଆସିଷ୍ଟାଣ୍ଟ : ୩୬୨
ମୋଟର ଟ୍ରାନ୍ସପୋର୍ଟ : ୩୧୫

ଜରୁରୀ ତାରିଖ : ଆବେଦନ କରିବାର ତାରିଖ ୧୪ ଅକ୍ଟୋବରରୁ ଆରମ୍ଭ ହୋଇଥିବା ବେଳେ ଶେଷ ତାରିଖ ୧୩ ନଭେମ୍ବର ୨୦୨୩ ପର୍ଯ୍ୟନ୍ତ ରହିଛି ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ରୁ ୨୫ ବର୍ଷ ପର୍ଯ୍ୟନ୍ତ ରହିଛି । ଅନୁସୂଚିତ ଜାତି/ଜନଜାତିଙ୍କୁ ବୟସ ସୀମାରେ ଛାଡ୍‌ ମିଳିବ ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ୧୦ମ ପାସ୍‌ ସହିତ ସ୍ଥାନୀୟ ଭାଷା ଜାଣିଥିବା ଜରୁରୀ । ଆଉ ମୋଟର ଟ୍ରାନ୍ସପୋର୍ଟ ପଦବୀରେ ଆବେଦନ କରିବା ପାଇଁ ଏଲଏମଭି ଭେଇକିଲର ଡ୍ରାଇଭିଂ ଲାଇସେନ୍ସ ରହିଥିବା ଜରୁରୀ । ଏହାସହିତ କାର ଡ୍ରାଇଭିଂ ଜାଣିବା ଜରୁରୀ ।

ଆବେଦନ ଶୁଳ୍କ : ସାଧାରଣ ବର୍ଗ, ଓବିସି, EWS  ପ୍ରାର୍ଥୀ ୫୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ହେବ । ସେହିପରି ଅନୁସୂଚିତ ଜାତି/ଜନଜାତି/ମହିଳା ଏବଂ ଦିବ୍ୟାଙ୍ଗ ୫୦ ଟଙ୍କା ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଯାଇ ଚେକ୍‌ କରିପାରିବେ ।

Swagatika

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

21 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

24 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

42 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

45 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

54 mins ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

58 mins ago