IOCL ରେ ୧୬୦୦ ରୁ ଅଧିକ ପଦବୀ ଖାଲି, ଏହି ତାରିଖ ପୂର୍ବରୁ କରିଦିଅନ୍ତୁ ଆବେଦନ

ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡରେ ୧୬୦୦ରୁ ଅଧିକ ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏଥିପାଇଁ ଆବେଦନ କରିବାର ଶେଷ ତାରିଖ ୫ ଜାନୁଆରୀ ୨୦୨୪ ରହିଛି ।

ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡରେ ୧୬୦୦ରୁ ଅଧିକ ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏଥିପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ କୁ ଯାଇ ଆବେଦନ କରିପାରିବେ । ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।

ପଦବୀ ବିବରଣୀ : ୧୬୦୩

କେମିକାଲ ପ୍ଲାଣ୍ଟ ଅପରେଟର, ଫିଟର, ବଏଲର, ଟେକ୍ନିସିଆନ, ଇଲେକ୍ଟ୍ରିସିଆନ, ଆସିଷ୍ଟାଣ୍ଟ, ଆକାଉଣ୍ଟାଣ୍ଟ, ଡାଟା ଏଣ୍ଟ୍ରି ଅପରେଟର ପଦ ସାମିଲ ।

ଜରୁରୀ ତାରିଖ : ଏଥିପାଇଁ ଆବେଦନ କରିବାର ଶେଷ ତାରିଖ ୫ ଜାନୁଆରୀ ୨୦୨୪ ରହିଛି ।

ବୟସ ସୀମା : ଆବେଦନ ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ବର୍ଷରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ଦ୍ୱାରା ଆୟୋଜନ କରାଯିବ । ଏହାସହିତ ଡକ୍ୟୁମେଣ୍ଟ ଭେରିଫିକେସନ ହେବ ।

କେମିତି କରିବେ ଆବେଦନ : ଆବେଦନ କରିବା ପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ  iocl.com କୁ ଯାଇ ଆବେଦନ କରିପାରିବେ । ସମସ୍ତ ଦସ୍ତାବିଜ ଭରିବା ପରେ ଫର୍ମ ସବିମଟ୍‌ କରିବା ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.