ଇଂଲିଶ ଷ୍ଟେନୋଗ୍ରାଫର ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ଝାଡଖଣ୍ଡ ହାଇକୋର୍ଟରେ ଇଂଲିଶ ଷ୍ଟେନୋଗ୍ରାଫର ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟ୍‌ jharkhandhighcourt.in.inକୁ ଯାଇ ଆବେଦନ କରିପାରିବେ ।

ସରକାରୀ ଚାକିରି ଖୋଜୁଛନ୍ତି ଆପଣଙ୍କ ପାଇଁ ଖୁସି ଖବର । ଝାଡଖଣ୍ଡ ହାଇକୋର୍ଟରେ ଇଂଲିଶ ଷ୍ଟେନୋଗ୍ରାଫର ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟ୍‌ jharkhandhighcourt.in.inକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ୩୧ ମାର୍ଚ୍ଚ ରହିଛି ।

ପଦବୀ ବିବରଣୀ : ୩୯୯

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୩୧ ମାର୍ଚ୍ଚ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ବୟସ ୨୧ ବର୍ଷ ହେବା ଜରୁରୀ । ସେହିପରି ସଂରକ୍ଷିତ ପ୍ରାର୍ଥୀ/EWS ଶ୍ରେଣୀର ପ୍ରାର୍ଥୀଙ୍କ ବୟସ ୩୫ ବର୍ଷ ହେବା ଜରୁରୀ । ସେମାନଙ୍କୁ ବୟସ ସୀମାରେ ଛାଡ ମିଳିବ ।

ଆବେଦନ ଶୁଳ୍କ : ଇଚ୍ଛୁକ ପ୍ରାର୍ଥୀ ଆବେଦନ ଶୁଳ୍କ ୫୦୦ ଟଙ୍କା ଦେବାକୁ ହେବ । ଅନୁସୂଚିତ ଜାତି/ଜନଜାତି ପ୍ରାର୍ଥୀ ୧୨୫ ଟଙ୍କା ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.