ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍ କରନ୍ତୁ ।
ସରକାରୀ ଚାକିରି ଖୋଜୁଛନ୍ତି ଆପଣଙ୍କ ପାଇଁ ଖୁସି ଖବର । ଝାଡଖଣ୍ଡ ହାଇକୋର୍ଟରେ ଇଂଲିଶ ଷ୍ଟେନୋଗ୍ରାଫର ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟ୍ jharkhandhighcourt.in.inକୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ୩୧ ମାର୍ଚ୍ଚ ରହିଛି ।
ପଦବୀ ବିବରଣୀ : ୩୯୯
ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୩୧ ମାର୍ଚ୍ଚ ରହିଛି ।
ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ବୟସ ୨୧ ବର୍ଷ ହେବା ଜରୁରୀ । ସେହିପରି ସଂରକ୍ଷିତ ପ୍ରାର୍ଥୀ/EWS ଶ୍ରେଣୀର ପ୍ରାର୍ଥୀଙ୍କ ବୟସ ୩୫ ବର୍ଷ ହେବା ଜରୁରୀ । ସେମାନଙ୍କୁ ବୟସ ସୀମାରେ ଛାଡ ମିଳିବ ।
ଆବେଦନ ଶୁଳ୍କ : ଇଚ୍ଛୁକ ପ୍ରାର୍ଥୀ ଆବେଦନ ଶୁଳ୍କ ୫୦୦ ଟଙ୍କା ଦେବାକୁ ହେବ । ଅନୁସୂଚିତ ଜାତି/ଜନଜାତି ପ୍ରାର୍ଥୀ ୧୨୫ ଟଙ୍କା ଦେବାକୁ ହେବ ।
ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍ କରନ୍ତୁ ।
ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…
ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…
ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…
କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…
ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…
ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…