ସରକାରୀ ଚାକିରି ପାଇବାର ସୁବର୍ଣ୍ଣ ସୁଯୋଗ, ଖାଲିପଡିଛି ୨୫୦୦ରୁ ଅଧିକ ପଦବୀ

ମହାରାଷ୍ଟ୍ର ଷ୍ଟେଟ ଇଲେକ୍ଟ୍ରିସିଟି ଟ୍ରାନ୍ସମିଶନ କମ୍ପାନୀ ଲିମିଟେଡରେ ବମ୍ପର ପଦବୀ ଖାଲି । ଏହି ଅଧିନରେ ୨୫୪୧ ପଦବୀ ଖାଲିପଡିଛି । mahatransco.in କୁ ଯାଇ ଆବେଦନ କରନ୍ତୁ ।

ମହାରାଷ୍ଟ୍ର ଷ୍ଟେଟ ଇଲେକ୍ଟ୍ରିସିଟି ଟ୍ରାନ୍ସମିଶନ କମ୍ପାନୀ ଲିମିଟେଡରେ ବମ୍ପର ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଇଚ୍ଛୁକ ପ୍ରାର୍ଥୀ ତୁରନ୍ତ ଆବେଦନ କରିପାରିବେ । ଏହି ଅଧିନରେ ୨୫୪୧ ପଦବୀ ଖାଲିପଡିଛି । ଏଥିପାଇଁ ଆପ୍ଲିକେସନ ଲିଙ୍କ ଆକ୍ଟିଭ ହୋଇଯାଇଛି । ଆବେଦନ କରିବାର ଶେଷ ତାରିଖ ୧୦ ଡିସେମ୍ବର ୨୦୨୩ ରହିଛି ।

ଏଥିପାଇଁ କେବଳ ଅନଲାଇନ ଆବେଦନ କରିପାରିବେ । ଏଥିପାଇଁ ଆପଣଙ୍କୁ ମହାଟ୍ରାନ୍ସକୋର ଅଫିସିଆଲ ୱେବସାଇଟକୁ ଯିବାକୁ ହେବ । mahatransco.in କୁ ଯାଇ ଆବେଦନ କରନ୍ତୁ ।

ପଦବୀ ବିବରଣୀ : ୨୫୪୧

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୧୦ ଡିସେମ୍ବର ୨୦୨୩ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ବିଭିନ୍ନ ପଦବୀ ପାଇଁ ଭିନ୍ନ ଭିନ୍ନ ଶିକ୍ଷାଗତ ଯୋଗ୍ୟତା ନିର୍ଦ୍ଧାରିତ କରାଯାଇଛି । ସାଧାରଣତଃ ବିଇ, ବିଟେକ ଏବଂ ସମ୍ବନ୍ଧୀୟ ବିଷୟରେ ଡିପ୍ଲୋମା କରିଥିବା ଜରୁରୀ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ମାଧ୍ୟମରେ ହେବ । ଏଥିପାଇଁ ତାରିଖ ଧାର୍ଯ୍ୟ କରାଯାଇନାହିଁ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.