ନିଯୁକ୍ତି

୧୦ମ ପାସ୍‌ କରିଥିବା ଯୁବପିଢିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ, MDL ରେ କରନ୍ତୁ ଆବେଦନ

ଦଶମ ପାସ୍‌ କରି ଆଇଟିଆଇ ଡିପ୍ଲୋମା କରିଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ମଜାଗନ ଡକରେ ଭର୍ତ୍ତି ପାଇଁ ଆବେଦନ କରିପାରିବେ । ଏଠାରେ ଆବେଦନ କରିବା ପାଇଁ ଶେଷ ତାରିଖ ୨୧ ଅଗଷ୍ଟ ୨୦୨୩ ରହିଛି । ଶେଷ ତାରିଖ ପୂର୍ବରୁ ଆବେଦନ ଫର୍ମ ପୂରଣ କରନ୍ତୁ । ତେବେ ଆବେଦନ କରିବା ପାଇଁ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ୍‌ mazagondock,in କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୫୩୧

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୨୧ ଅଗଷ୍ଟ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ୧୦ମ ପାସ୍‌ କରିବା ସହିତ ଆଇଟିଆଇ ଡିପ୍ଲୋମା କରିଥିବା ଜରୁରୀ ।

ବୟସ ସୀମା : ପ୍ରାର୍ଥୀଙ୍କ ବୟସ ସୀମା ୧୮ରୁ ୩୮ ବର୍ଷହୋଇଥିବା ଜରୁରୀ ।

କେମିତି ହେବ ଚୟନ: ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ମାଧ୍ୟମରେ ହେବ । ଏହାର ତାରିଖ ପରେ ଘୋଷଣା କରାଯିବ । ପ୍ରାର୍ଥୀଙ୍କ ଚୟନ ଅଭିଜ୍ଞତା ଆଧାରରେ ହେବ । ଏହାପରେ ସ୍କିଲ ଟେଷ୍ଟ ମଧ୍ୟ କରାଯିବ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ୨୨,୦୦୦ରୁ ୮୩,୧୮୦ ଟଙ୍କା ମାସିକ ରହିଛି ।

ଅଧିକ ଜାଣିବା ପାଇଁ ଅଫିସିଆଲ ସାଇଟ୍‌ ଚେକ୍‌ କରନ୍ତୁ :

Swagatika

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

5 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

13 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

28 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

34 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

48 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago