Below header

NIT ରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

NIT ଆନ୍ଧ୍ରପ୍ରଦେଶ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଅନୁସାରେ ସଂସ୍ଥାରେ ଅଧ୍ୟାପକ ପଦବୀ ଖାଲିପଡିଛି । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟ nitandhra.ac.in କୁ ଯାଇ ଆବେଦନ କରିପାରିବେ ।

ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି, ଆନ୍ଧ୍ରପ୍ରଦେଶ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଅନୁସାରେ ସଂସ୍ଥାରେ ଅଧ୍ୟାପକ ପଦବୀ ଖାଲିପଡିଛି । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟ nitandhra.ac.in କୁ ଯାଇ ଆବେଦନ କରିପାରିବେ । ଅଭିଯାନ ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ଆବେଦନ କରିବାର ଶେଷ ତାରିଖ ୧୩ ନଭେମ୍ବର ୨୦୨୩ ରହିଛି ।

ପଦବୀ ବିବରଣୀ : ୨୪ (ଆସିଷ୍ଟାଣ୍ଟ ପ୍ରଫେସର)

ଜରୁରୀ ତାରିଖ : ଇଚ୍ଛୁକ ପ୍ରାର୍ଥୀ ୧୩ ନଭେମ୍ବର ୨୦୨୩ ତାରିଖ ସୁଦ୍ଧା ଆବେଦନ କରିପାରିବେ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ମାସିକ ୭୦ ହଜାରୁ ୯୦ ହଜାର ଟଙ୍କା ପର୍ଯ୍ୟନ୍ତ ଦରମା ମିଳିବ ।

ଆବେଦନ ଶୁଳ୍କ : ଏହି ଭର୍ତ୍ତି ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କୁ ୧୦୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ହେବ ।

ଆବେଦନ ପତ୍ର ପଠାଇବାର ଠିକଣା :

ଆବେଦନ ପତ୍ର ପଠାଇବାର ଠିକଣାରେ ୨୦ ନଭେମ୍ବର ପୂର୍ବରୁ Registrar, National Institute of Technology Andhra Pradesh, Kadakatla, Tadepalligudem – 534101, West Godavari, Andhra Pradesh ପଠାଇଦିଅନ୍ତୁ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.