ବିନା ଆବେଦନ ଶୁଳ୍କରେ କରନ୍ତୁ ସରକାରୀ ଚାକିରି ପାଇଁ ଆବେଦନ, ଦରମା ମାସକୁ ୮୦ ହଜାରରୁ ଅଧିକ
ଓଡିଶା ସବ ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଆବେଦନ କରିବା ପାଇଁ OSSSC ର ଅଫିସିଆଲ ୱେବସାଇଟକୁ ଯିବାକୁ ହେବ । ବିନା ଆବେଦନ ଶୁଳ୍କରେ କରନ୍ତୁ ଆବେଦନ ।
ସରକାରୀ ଚାକିରି ଖୋଜୁଥିଲେ ତୁରନ୍ତ କରନ୍ତୁ ଆବେଦନ । ଓଡିଶା ସବ ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଆବେଦନ କରିବା ପାଇଁ OSSSC ର ଅଫିସିଆଲ ୱେବସାଇଟକୁ ଯିବାକୁ ହେବ । osssc.gov.in କୁ ଯାଆନ୍ତୁ ।
ପଦବୀ ବିବରଣୀ : ୪୧୪
ରେଡିଓଗ୍ରାଫର
ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୨୦ ଅକ୍ଟୋବର ୨୦୨୩ ରହିଛି ।
ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୨୧ ରୁ ୩୮ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ ।
ଶିକ୍ଷାଗତ ଯୋଗ୍ୟତା : ମେଡିକାଲ ରେଡିଏସନ ଟେକ୍ନୋଲୋଜିରେ ଡିପ୍ଲୋମା କରିଥିବା ପ୍ରାର୍ଥୀ ଆବେଦନ କରିପାରିବେ ।
ଦରମା : ଚୟନିତ ପ୍ରାର୍ଥୀଙ୍କୁ ମାସକୁ ୮୦ ହଜାରରୁ ଅଧିକ ଦରମା ମିଳିବ ।
ଚୟନ ପ୍ରକ୍ରିୟା :
ପ୍ରାର୍ଥୀଙ୍କ ଚୟନ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ ମାଧ୍ୟମରେ ହେବ ।
ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍ କରନ୍ତୁ ।